Proverbs 10:13 — Compare Translations

5 translations compared side by side

Odia - 1840
"ବୁଦ୍ଧିମାନ୍ ଲୋକମାନଙ୍କର ଓଷ୍ଠ ରେ ଜ୍ଞାନ ଥାଏ। ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି ।
Odia Bible ERV 2004 (ପବିତ୍ର ବାଇବଲ)
ବୁଦ୍ଧିମାନ୍ ଲୋକମାନଙ୍କର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
Odia IRV 2017 (ଓଡିଆ ବାଇବେଲ)
ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।