Proverbs 10:14 — Compare Translations

5 translations compared side by side

Odia - 1840
"ଜ୍ଞାନୀମାନେ ଜ୍ଞାନ ସଞ୍ଚଯ କରନ୍ତି। କିନ୍ତୁ ନିର୍ବୋଧର ମୁଖ ବିନାଶକୁ ନିମନ୍ତ୍ରଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀମାନେ ଜ୍ଞାନ ସଞ୍ଚୟ କରନ୍ତି, କିନ୍ତୁ ନିର୍ବୋଧର ମୁଖ ବିନାଶକୁ ନିମନ୍ତ୍ରଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।