Proverbs 10:15 — Compare Translations

5 translations compared side by side

Odia - 1840
"ଧନୀ ଲୋକର ଧନ ତା'ର ଦୃଢ଼ ନଗର ସଦୃଶ। କିନ୍ତୁ ଦରିଦ୍ର ଲୋକମାନଙ୍କର ଦରିଦ୍ରତା ସମାନଙ୍କେର ବିନାଶ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ ।
Odia Bible ERV 2004 (ପବିତ୍ର ବାଇବଲ)
ଧନୀ ଲୋକର ଧନ ତା’ର ଦୃଢ଼ ନଗର ସଦୃଶ, କିନ୍ତୁ ଦରିଦ୍ର ଲୋକମାନଙ୍କର ଦରିଦ୍ରତା ସେମାନଙ୍କର ବିନାଶ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
Odia IRV 2017 (ଓଡିଆ ବାଇବେଲ)
ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।