Proverbs 10:17 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ଉପଦେଶ ଶୁଣେ, ସେ ଜୀବନ ପଥରେ ଆଗଇେ ଚାଲେ, କିନ୍ତୁ ଯେଉଁ ବ୍ଯକ୍ତି ଅନୁୟୋଗ ତ୍ଯାଗ କରେ, ସେ ଲୋକମାନଙ୍କୁ କୁପଥରେ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ଉପଦେଶ ଶୁଣେ, ସେ ଜୀବନ ପଥରେ ଆଗେଇ ଗ୍ଭଲେ, କିନ୍ତୁ ଯେଉଁ ବ୍ୟକ୍ତି ଅନୁଯୋଗ ତ୍ୟାଗ କରେ, ସେ ଲୋକମାନଙ୍କୁ କୁପଥରେ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।