Proverbs 10:18 — Compare Translations
5 translations compared side by side
Odia - 1840
"ଯେ ହିଂସା ଆଚରଣ କରେ, ତା'ର ଓଷ୍ଠାଧାର ମିଥ୍ଯାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ହିଂସା ଆଚରଣ କରେ, ତା’ର ଓଷ୍ଠାଧର ମିଥ୍ୟାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
Odia IRV 2017 (ଓଡିଆ ବାଇବେଲ)
ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।