Proverbs 10:19 — Compare Translations
5 translations compared side by side
Odia - 1840
"ବହୁ ବାକ୍ଯ ରେ ଅଧର୍ମର ଅଭାବ ନ ଥାଏ। ମାତ୍ର ଯେ ଆପଣା ଓଷ୍ଠାଧାରକୁ ଦମନ କରେ, ସେ ବୁଦ୍ଧିମାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
Odia IRV 2017 (ଓଡିଆ ବାଇବେଲ)
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।