Proverbs 10:2 — Compare Translations

5 translations compared side by side

Odia - 1840
"ଯଦି ଜଣେ କୁକର୍ମ କରି ଧନ ଅର୍ଜନ କରେ, ତବେେ ତାହା କାର୍ୟ୍ଯ ରେ ଲାଗେ ନାହିଁ। ଧାର୍ମିକତା ମୃତ୍ଯୁରୁ ରକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ କୁକର୍ମ କରି ଧନ ଅର୍ଜ୍ଜନ କରେ, ତେବେ ତାହା କାର୍ଯ୍ୟରେ ଲାଗେ ନାହିଁ। ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।