Proverbs 10:20 — Compare Translations
5 translations compared side by side
Odia - 1840
"ଧାର୍ମିକ ପୁରୁଷମାନଙ୍କର ବାକ୍ଯଗୁଡ଼ିକ ମନୋନୀତ ରୂପାତୁଲ୍ଯ, କିନ୍ତୁ ଦୁଷ୍ଟଲୋକମାନଙ୍କର ଚିନ୍ତାର ମୂଲ୍ଯ ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ଜିହ୍ଵା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ପୁରୁଷମାନଙ୍କର ବାକ୍ୟଗୁଡ଼ିକ ମନୋନୀତ ରୂପାତୁଲ୍ୟ, କିନ୍ତୁ ଦୁଷ୍ଟଲୋକମାନଙ୍କର ଚିନ୍ତାର ମୂଲ୍ୟ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।