Proverbs 10:21 — Compare Translations
5 translations compared side by side
Odia - 1840
"ଧାର୍ମିକର ଓଷ୍ଠାଧାର, ଅନକଙ୍କେୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନମାନେ ନିର୍ବୋଧତା କାରଣରୁ ମୃତ୍ଯୁବରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ହେତୁରୁ ମରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକର ଓଷ୍ଠାଧର, ଅନେକଙ୍କୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନୀମାନେ ନିର୍ବୋଧତା କାରଣରୁ ମୃତ୍ୟୁବରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।