Proverbs 10:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।

Recommended Reading