Proverbs 10:23 — Compare Translations
5 translations compared side by side
Odia - 1840
"କୁକର୍ମ କରିବା ନିର୍ବୋଧର ଆନନ୍ଦ, ସହେିପରି ଜ୍ଞାନ ବୁଦ୍ଧିମାନ୍ ପୁରୁଷର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର ।
Odia Bible ERV 2004 (ପବିତ୍ର ବାଇବଲ)
କୁକର୍ମ କରିବା ନିର୍ବୋଧର ଆନନ୍ଦ, ସେହିପରି ଜ୍ଞାନ ବୁଦ୍ଧିମାନ୍ ପୁରୁଷର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।
Odia IRV 2017 (ଓଡିଆ ବାଇବେଲ)
କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।