Proverbs 10:25 — Compare Translations
5 translations compared side by side
Odia - 1840
"ଯେତବେେଳେ ଘୂର୍ଣ୍ଣିବାଯୁ ବ ହେ, ଦୁଷ୍ଟ ଲୋକ ଅନ୍ତର୍ଧାନ ହାଇଯେିବ। କିନ୍ତୁ ଧାର୍ମିକ ପୁରୁଷ ଅନନ୍ତକାଳସ୍ଥାଯୀ ସ୍ବରୂପ ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ଵରୂପ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଘୂର୍ଣ୍ଣିବାୟୁ ବହେ, ଦୁଷ୍ଟ ଲୋକ ଅନ୍ତର୍ଦ୍ଧାନ ହୋଇଯିବ। କିନ୍ତୁ ଧାର୍ମିକ ପୁରୁଷ ଅନନ୍ତକାଳସ୍ଥାୟୀ ସ୍ୱରୂପ ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।