Proverbs 10:26 — Compare Translations

5 translations compared side by side

Odia - 1840
"ଯେପରି ଦନ୍ତକୁ କଟୁରସ ଓ ଚକ୍ଷୁକୁ ଧୂଆଁ ସହେିପରି ଆପଣା ପ୍ ରରକମାନଙ୍କେ ପ୍ରତି ଅଳସୁଆ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଦନ୍ତକୁ କଟୁରସ ଓ ଚକ୍ଷୁକୁ ଧୂଆଁ ସେହିପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।