Proverbs 10:27 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ବିଷଯକ ଭୟର ଦିନ ବଢ଼ାଏ! ମାତ୍ର ଦୁଷ୍ଟର ବର୍ଷ ଶଷେ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ବିଷୟକ ଭୟର ଦିନ ବଢ଼ାଏ! ମାତ୍ର ଦୁଷ୍ଟର ବର୍ଷ ଶେଷ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।