Proverbs 10:28 — Compare Translations

5 translations compared side by side

Odia - 1840
"ଧାର୍ମିକ ଲୋକମାନେ ଆଶା କରୁଥିବା ଆନନ୍ଦ ଆଣିଦିଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଆଶା ଧ୍ବଂସ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ ଆଶା କରୁଥିବା ଆନନ୍ଦ ଆଣିଦିଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଆଶା ଧ୍ୱଂସ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।