Proverbs 10:29 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସୁରକ୍ଷା କରନ୍ତି, ମାତ୍ର କୁକର୍ମକାରୀମାନଙ୍କୁ ସେ ବିନାଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସୁରକ୍ଷା କରନ୍ତି, ମାତ୍ର କୁକର୍ମକାରୀମାନଙ୍କୁ ସେ ବିନାଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।