Proverbs 10:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଧାର୍ମିକମାନଙ୍କର ଯତ୍ନ ନିଅନ୍ତି। ସେ ଆବଶ୍ଯକ ପରିମାରଣର ଖାଦ୍ୟ ଯୋଗନ୍ତି। କିନ୍ତୁ ସଦାପ୍ରଭୁ ଦୁଷ୍ଟମାନଙ୍କର କାମନା କ୍ଷୁର୍ଣ୍ଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ଫିଙ୍ଗି ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଧାର୍ମିକମାନଙ୍କର ଯତ୍ନ ନିଅନ୍ତି। ସେ ଆବଶ୍ୟକ ପରିମାରଣର ଖାଦ୍ୟ ଯୋଗନ୍ତି। କିନ୍ତୁ ସଦାପ୍ରଭୁ ଦୁଷ୍ଟମାନଙ୍କର କାମନା କ୍ଷୁର୍ଣ୍ଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।