Proverbs 10:30 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକମାନେ ନିରାପଦ ରେ ରହିବେ, କିନ୍ତୁ ଦୁଷ୍ଟ ଲୋକମାନଙ୍କୁ ଦେଶରୁ ବାହାର କରି ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ ନିରାପଦରେ ରହିବେ, କିନ୍ତୁ ଦୁଷ୍ଟ ଲୋକମାନଙ୍କୁ ଦେଶରୁ ବାହାର କରି ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।