Proverbs 10:32 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକମାନେ କଣ କହିବାକୁ ହବେ ଜାଣନ୍ତି, କିନ୍ତୁ ଦୁଷ୍ଟଗଣ କହନ୍ତି ଯାହା ଅସୁବିଧା ରେ ପକାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ କ’ଣ କହିବାକୁ ହେବ ଜାଣନ୍ତି, କିନ୍ତୁ ଦୁଷ୍ଟଗଣ କହନ୍ତି ଯାହା ଅସୁବିଧାରେ ପକାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।