Proverbs 10:5 — Compare Translations
5 translations compared side by side
Odia - 1840
"ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ଯ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ଯକ୍ତି ଏହି ସମୟରେ ଶାଇେପଡ଼େ, ତାହା ଲଜ୍ଜାଜନକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
Odia Bible ERV 2004 (ପବିତ୍ର ବାଇବଲ)
ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ୟ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ୟକ୍ତି ଏହି ସମୟରେ ଶୋଇପଡ଼େ, ତାହା ଲଜ୍ଜାଜନକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
Odia IRV 2017 (ଓଡିଆ ବାଇବେଲ)
ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।