Proverbs 10:6 — Compare Translations
5 translations compared side by side
Odia - 1840
"ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ଷେ, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ଷେ, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।