Proverbs 10:7 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକମାନେ ଆଦର ସହକା ରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ଯକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ ଆଦର ସହକାରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ୟକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।