Proverbs 10:8 — Compare Translations
5 translations compared side by side
Odia - 1840
"ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ୟୁକ୍ତି କରେ ଓ ନିଜକୁ ବିପର୍ୟ୍ଯଯ ଆଡ଼କୁ ଟାଣିନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ଯୁକ୍ତି କରେ ଓ ନିଜକୁ ବିପର୍ଯ୍ୟୟ ଆଡ଼କୁ ଟାଣିନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।