Proverbs 10:9 — Compare Translations
5 translations compared side by side
Odia - 1840
"ଜଣେ ସଚ୍ଚୋଟ ବ୍ଯକ୍ତି ରକ୍ଷା ପାଏ, କିନ୍ତୁ ଦୁଷ୍ଟ ଲୋକ ଧରା ପଡ଼ିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣାପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସଚ୍ଚୋଟ ବ୍ୟକ୍ତି ରକ୍ଷା ପାଏ, କିନ୍ତୁ ଦୁଷ୍ଟ ଲୋକ ଧରା ପଡ଼ିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।