Proverbs 11:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ । ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମିଥ୍ୟାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ୍ ଓଜନକୁ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
Odia IRV 2017 (ଓଡିଆ ବାଇବେଲ)
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।