Proverbs 11:12 — Compare Translations

5 translations compared side by side

Odia - 1840
"ୟିଏ ଆପଣାର ପ୍ରତିବେଶୀକୁ ତାଛଲ୍ଯ ମନୋଭାବ ଦଖାେଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହାଇେ ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ପ୍ରତିବାସୀକି ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ଆପଣାର ପ୍ରତିବାସୀକୁ ତାଛଲ୍ୟ ମନୋଭାବ ଦେଖାଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହୋଇ ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।