Proverbs 11:13 — Compare Translations

5 translations compared side by side

Odia - 1840
"କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ୟାଏ ବିଶ୍ବାସ ରେ ବିଶ୍ବାସଘାତକତା କରେ। କିନ୍ତୁ ଜଣେ ବିଶ୍ବସନୀଯ ଲୋକ ଗୁପ୍ତକଥା ଲୁଚାଇ ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ଯାଏ ବିଶ୍ୱାସରେ ବିଶ୍ୱାସଘାତକତା କରେ। କିନ୍ତୁ ଜଣେ ବିଶ୍ୱସନୀୟ ଲୋକ ଗୁପ୍ତକଥା ଲୁଗ୍ଭଇ ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
Odia IRV 2017 (ଓଡିଆ ବାଇବେଲ)
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।