Proverbs 11:14 — Compare Translations

5 translations compared side by side

Odia - 1840
"ଗୋଟିଏ ଜାତି ଠିକ୍ ଦଖାେଶୁଣା ଅଭାବ ୟୋଗୁ ଧ୍ବଂସ ହାଇେଥାଏ, କିନ୍ତୁ ବହୁତ ଉପଦେଷ୍ଟାମାନଙ୍କ ଦ୍ବାରା ସଫଳତା ଆସିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁମନ୍ତ୍ରଣାର ଅଭାବରେ ଲୋକମାନେ ପତିତ ହୁଅନ୍ତି, ପୁଣି ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଜାତି ଠିକ୍ ଦେଖାଶୁଣା ଅଭାବ ଯୋଗୁଁ ଧ୍ୱଂସ ହୋଇଥାଏ, କିନ୍ତୁ ବହୁତ ଉପଦେଷ୍ଟାମାନଙ୍କ ଦ୍ୱାରା ସଫଳତା ଆସିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
Odia IRV 2017 (ଓଡିଆ ବାଇବେଲ)
ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।