Proverbs 11:15 — Compare Translations
5 translations compared side by side
Odia - 1840
"ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ଯ କ୍ଲେଶ ପାଏ। ମାତ୍ର ଲଗା ହବୋକୁ ଯେ ଘୃଣା କରେ ସେ ନିରାପଦ ରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ଲଗା ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ। ମାତ୍ର ଲଗା ହେବାକୁ ଯେ ଘୃଣା କରେ ସେ ନିରାପଦ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।