Proverbs 11:16 — Compare Translations

5 translations compared side by side

Odia - 1840
"ଅନୁଗ୍ରହ ସ୍ତ୍ରୀ ଗୌରବ ଧରି ରେଖ, ପୁଣି ଦୁଷ୍ଟ ଲୋକେ ସମ୍ପତ୍ତି ଧରି ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅନୁଗ୍ରହ ସ୍ତ୍ରୀ ଗୌରବ ଧରି ରଖେ, ପୁଣି ଦୁଷ୍ଟ ଲୋକେ ସମ୍ପତ୍ତି ଧରି ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।