Proverbs 11:17 — Compare Translations

5 translations compared side by side

Odia - 1840
"ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ। ମାତ୍ର ଯେ ନିର୍ଦ୍ଦଯ ସେ ଆପଣା ଶରୀରକୁ ଦୁଃଖ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ। ମାତ୍ର ଯେ ନିର୍ଦ୍ଦୟ ସେ ଆପଣା ଶରୀରକୁ ଦୁଃଖ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
Odia IRV 2017 (ଓଡିଆ ବାଇବେଲ)
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।