Proverbs 11:19 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ଧାର୍ମିକତା ରେ ଅଟଳ ଥାଏ, ସେ ବଞ୍ଚି ରହିବ, ମାତ୍ର ୟିଏ କୁକର୍ମର ପଛ ରେ ୟାଏ, ସେ ଆପଣାର ମୃତ୍ଯୁ ଘଟାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁ ଘଟାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ବଞ୍ଚି ରହିବ, ମାତ୍ର ଯିଏ କୁକର୍ମର ପଛରେ ଯାଏ, ସେ ଆପଣାର ମୃତ୍ୟୁ ଘଟାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।