Proverbs 11:20 — Compare Translations
5 translations compared side by side
Odia - 1840
"ଜଣେ ପ୍ରବଞ୍ଚକ ମନୁଷ୍ଯ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ହୁଏ, କିନ୍ତୁ ୟିଏ ନିଷ୍ଠାପର ଜୀବନ ୟାପନ କରେ, ପ୍ରଭୁ ତା'କୁ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ପ୍ରବଞ୍ଚକ ମନୁଷ୍ୟ ସଦାପ୍ରଭୁଙ୍କ ଦ୍ୱାରା ଘୃଣିତ ହୁଏ, କିନ୍ତୁ ଯିଏ ନିଷ୍ଠାପର ଜୀବନଯାପନ କରେ, ପ୍ରଭୁ ତାକୁ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
Odia IRV 2017 (ଓଡିଆ ବାଇବେଲ)
କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।