Proverbs 11:22 — Compare Translations

5 translations compared side by side

Odia - 1840
"ଯଦି ଜଣେ ସ୍ତ୍ରୀ ସୁନ୍ଦର, କିନ୍ତୁ ସେ ଦୁଷ୍ଟ ଏହା ଠିକ୍ ସହେିପରି ଯେପରି ଘୁଷୁରିର ଥୋମଣି ରେ ସୁବର୍ଣ୍ଣ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘୁସୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ସ୍ତ୍ରୀ ସୁନ୍ଦର, କିନ୍ତୁ ସେ ଦୁଷ୍ଟ ଏହା ଠିକ୍ ସେହିପରି ଯେପରି ଘୁଷୁରିର ଥୋମଣିରେ ସୁବର୍ଣ୍ଣ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
Odia IRV 2017 (ଓଡିଆ ବାଇବେଲ)
ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।