Proverbs 11:23 — Compare Translations

5 translations compared side by side

Odia - 1840
"ଧାର୍ମିକମାନଙ୍କର ବାଞ୍ଛାର ଫଳ କବଳେ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କୋର୍ଧ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକମାନଙ୍କର ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।