Proverbs 11:24 — Compare Translations

5 translations compared side by side

Odia - 1840
"କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି କେହି କେହି ଉଚିତ ବ୍ୟୟ ଅସ୍ଵୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ ।
Odia Bible ERV 2004 (ପବିତ୍ର ବାଇବଲ)
କେହି କେହି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
Odia IRV 2017 (ଓଡିଆ ବାଇବେଲ)
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।