Proverbs 11:25 — Compare Translations
5 translations compared side by side
Odia - 1840
"ଯେଉଁମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରନ୍ତି, ସମାନେେ ଉନ୍ନତି କରିବେ ଏବଂ ସେ ୟିଏ ଅନ୍ୟମାନଙ୍କର ଶୋଷ ମେଣ୍ଟାଏ ତା'ର ଶୋଷ ମେଣ୍ଟା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରନ୍ତି, ସେମାନେ ଉନ୍ନତି କରିବେ ଏବଂ ସେ ଯିଏ ଅନ୍ୟମାନଙ୍କର ଶୋଷ ମେଣ୍ଟାଏ ତା’ର ଶୋଷ ମେଣ୍ଟା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।