Proverbs 11:26 — Compare Translations

5 translations compared side by side

Odia - 1840
"ଜଣେ ବ୍ଯକ୍ତି ୟିଏ ତା'ର ଶସ୍ଯ ବିକ୍ରୀ କରିବାକୁ ମନ କରେ, ତାହାକୁ ଲୋକମାନେ ଅଭିଶାପ ଦବେେ। କିନ୍ତୁ ଯେକହେି ଶସ୍ଯ ବିକ୍ରଯ କରେ ଇଚ୍ଛା ଏବଂ ନ୍ଯାଯ ସହିତ ତା'ର ମସ୍ତକକୁ ଆଶୀର୍ବାଦ ମିଳେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତି ଯିଏ ତା’ର ଶସ୍ୟ ବିକ୍ରୀ କରିବାକୁ ମନ କରେ, ତାହାକୁ ଲୋକମାନେ ଅଭିଶାପ ଦେବେ। କିନ୍ତୁ ଯେକେହି ଶସ୍ୟ ବିକ୍ରୟ କରେ ଇଚ୍ଛା ଏବଂ ନ୍ୟାୟ ସହିତ ତା’ର ମସ୍ତକକୁ ଆଶୀର୍ବାଦ ମିଳେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।
Odia IRV 2017 (ଓଡିଆ ବାଇବେଲ)
ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।