Proverbs 11:27 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ଯତ୍ନ ରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ। ପୁଣି ଯେ ଅନ୍ୟର ମନ୍ଦ କରିବାକୁ ଚା ହେଁ, ତା' ପ୍ରତି ସହେିପରି ଘଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବ୍ୟକ୍ତି ଯନିରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ (ପରର) ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ। ପୁଣି ଯେ ଅନ୍ୟର ମନ୍ଦ କରିବାକୁ ଗ୍ଭହେଁ, ତା’ ପ୍ରତି ସେହିପରି ଘଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।