Proverbs 11:28 — Compare Translations

5 translations compared side by side

Odia - 1840
"ଆପଣା ଧନ ରେ ଯେ ନିର୍ଭର ରେଖ, ସେ ସତଜେ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତଜେ ପତ୍ରପରି ପ୍ରଫୁଲ୍ଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ଧନରେ ଯେ ନିର୍ଭର ରଖେ, ସେ ସତେଜ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତେଜ ପତ୍ରପରି ପ୍ରଫୁଲ୍ଲ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।