Proverbs 11:3 — Compare Translations
5 translations compared side by side
Odia - 1840
"ସତ୍ଯପ୍ରିଯ ଲୋକମାନଙ୍କର ସରଳତା ସମାନଙ୍କେୁ ପଥ ଦଖାଇବେ, କିନ୍ତୁ ବିଶ୍ବାସଘାତ ଲୋକମାନଙ୍କ କୁଟିଳାଚରଣ ସମାନଙ୍କେୁ ନାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ଵାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସତ୍ୟପ୍ରିୟ ଲୋକମାନଙ୍କର ସରଳତା ସେମାନଙ୍କୁ ପଥ ଦେଖାଇବ, କିନ୍ତୁ ବିଶ୍ୱାସଘାତ ଲୋକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।