Proverbs 11:30 — Compare Translations

5 translations compared side by side

Odia - 1840
"ଧାର୍ମିକ ବ୍ଯକ୍ତିର ଫଳ ଜୀବନଦାୟକ ବୃକ୍ଷ ଅଟେ। ଜଣେ ୟିଏ ଜ୍ଞାନୀ ଲୋକମାନଙ୍କର ଜୀବନ ଲାଭ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ବ୍ୟକ୍ତିର ଫଳ ଜୀବନଦାୟକ ବୃକ୍ଷ ଅଟେ। ଜଣେ ଯିଏ ଜ୍ଞାନୀ ଲୋକମାନଙ୍କର ଜୀବନ ଲାଭ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।