Proverbs 11:31 — Compare Translations
5 translations compared side by side
Odia - 1840
"ଭଲ ଲୋକମାନେ ପୃଥିବୀ ରେ ପୁରସ୍କୃତ ହବେେ, ଦୁଷ୍ଟ ପାପୀଗଣ ତାଙ୍କର ପାପ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଭଲ ଲୋକମାନେ ପୃଥିବୀରେ ପୁରସ୍କୃତ ହେବେ, ଦୁଷ୍ଟ ପାପୀଗଣ ତାଙ୍କର ପାପ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପା’ନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କ’ଣ ତତୋଧିକ ପାଇବେ ନାହିଁ?