Proverbs 11:4 — Compare Translations

5 translations compared side by side

Odia - 1840
"ପ୍ରଭୁଙ୍କ କୋରଧର ଦିନ ରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ଯୁରୁ ରକ୍ଷା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।