Proverbs 11:6 — Compare Translations

5 translations compared side by side

Odia - 1840
"ସତ୍ଯପ୍ରିଯ ଲୋକମାନଙ୍କର ଧାର୍ମିକତା ସମାନଙ୍କେୁ ଉଦ୍ଧାର କରେ। କିନ୍ତୁ ବିଶ୍ବାସଘାତକ ଲୋକ ସମାନଙ୍କେ ଅଭିଳାଷ ଦ୍ବାରା ଧରା ପଡ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସତ୍ୟପ୍ରିୟ ଲୋକମାନଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ। କିନ୍ତୁ ବିଶ୍ୱାସଘାତକ ଲୋକ ସେମାନଙ୍କ ଅଭିଳାଷ ଦ୍ୱାରା ଧରା ପଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।
Odia IRV 2017 (ଓଡିଆ ବାଇବେଲ)
ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।