Proverbs 11:7 — Compare Translations

5 translations compared side by side

Odia - 1840
"ଯେତବେେଳେ ଦୁଷ୍ଟ ମ ରେ ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ଧ୍ବଂସ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକ-ମାନଙ୍କର ଆଶା ବିନଷ୍ଟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଦୁଷ୍ଟ ମରେ ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ଧ୍ୱଂସ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।