Proverbs 11:8 — Compare Translations
5 translations compared side by side
Odia - 1840
"ଜଣେ ଧାର୍ମିକ ମନୁଷ୍ଯ ସମସ୍ଯାରୁ ରକ୍ଷା ପାଏ ଏବଂ ତା ବଦଳ ରେ ଏହା ଦୁଷ୍ଟ ମନୁଷ୍ଯ ଉପରକୁ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଧାର୍ମିକ ମନୁଷ୍ୟ ସମସ୍ୟାରୁ ରକ୍ଷା ପାଏ ଏବଂ ତା ବଦଳରେ ଏହା ଦୁଷ୍ଟ ମନୁଷ୍ୟ ଉପରକୁ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ।