Proverbs 11:9 — Compare Translations

5 translations compared side by side

Odia - 1840
"ଜଣେ ଦୁଷ୍ଟ ମନୁଷ୍ଯ ତା'ର କୁବାକ୍ଯଗୁଡ଼ିକରେ ତା'ର କୁମୁଖ ରେ ପ୍ରତିବେଶୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସମାନଙ୍କେର ଜ୍ଞାନର ସହିତ ସମାନଙ୍କେୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକି ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଦୁଷ୍ଟ ମନୁଷ୍ୟ ତା’ର କୁବାକ୍ୟଗୁଡ଼ିକରେ ତା’ର କୁମୁଖରେ ପ୍ରତିବାସୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ଜ୍ଞାନର ସହିତ ସେମାନଙ୍କୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।