Proverbs 12:10 — Compare Translations

5 translations compared side by side

Odia - 1840
"ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକା ରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକାରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।