Proverbs 12:11 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଆପଣା ଭୂମି ଚଷେ, ସେ ୟଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନ ରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।